У нас вы можете посмотреть бесплатно ମନ କାହିଁକି ଆମ ଆୟତ୍ତ ରେ ରହେ ନାହିଁ ? How to control mind ? Thakur Nigamanand ll Acharya Swarup ll или скачать в максимальном доступном качестве, которое было загружено на ютуб. Для скачивания выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием, пожалуйста напишите в поддержку по адресу внизу
страницы.
Спасибо за использование сервиса savevideohd.ru
ମନ କାହିଁକି ଆମ ଆୟତ୍ତ ରେ ରହେ ନାହିଁ ? How to control mind ? Thakur Nigamanand ll Acharya Swarup ସନାତନ ଧର୍ମ ର ସଦଗୁରୁ ମାନଙ୍କର ଏହିପରି ଗାଥା ଆପଣଙ୍କ ମନକୁ ଶାନ୍ତି ଓ ପବିତ୍ରତା ଦେଉଥିଲେ -Please SUBSCRIBE👍👍👍 ✅ and SHARE ❤️❤️❤️👍👍👍 This is a spiritual channel to provide life changing lessons through stories by Acharya swarup. Acharya Swarup is a young monk of pure vedic culture. • ଜାତି, ବର୍ଣ୍ଣ ,ସମ୍ପ୍ରଦାୟ , ସାମାଜିକ ବ୍ୟବସ୍ଥା ଓ ବାହ୍ୟ ଆଚାର ବିଚାର ଆଦି ସମସ୍ତ ଧାରଣା ର ଉର୍ଦ୍ଧ୍ବରେ ପ୍ରତ୍ୟେକ ବ୍ୟକ୍ତିର ବ୍ୟକ୍ତିତ୍ଵ ବିକାଶ ସର୍ବ ପ୍ରଧାନ ଅଟେ l • ନିଜର ଆଧ୍ୟାତ୍ମିକ ବିକାଶ କରିବା ପ୍ରତ୍ୟେକ ବ୍ୟକ୍ତିର ଜନ୍ମଗତ ଅଧିକାର l • ଜୀବନରେ ସତ୍ୟ, ଶାନ୍ତି, ପବିତ୍ରତା ଓ ସର୍ବୋପରି ପରମ ପିତା ପରମାତ୍ମା ଙ୍କୁ ପ୍ରାପ୍ତି ସମସ୍ତଙ୍କର ଲକ୍ଷ୍ୟ l • ମାତ୍ର, ଜୀବନରେ ଦୁଃଖ, ଦ୍ଵନ୍ଦ,ଈର୍ଷା,ପ୍ରତିକୂଳ ପରିସ୍ଥିତି, ଦାରିଦ୍ର୍ୟ,ରୋଗ, ବ୍ୟାଧି, ସାମାଜିକ ଓ ପାରିବାରିକ କଳହ, ପରସ୍ପର ଭୁଲ୍ ବୁଝାମଣା ଆଦି ଅନେକ କାରଣରୁ ମନୁଷ୍ୟ ର ଆତ୍ମ କଲ୍ୟାଣ ହୋଇ ପାରେ ନାହିଁ l • ଜୀବନରେ କେବଳ ଅଶାନ୍ତି ହିଁ ଅଶାନ୍ତି ଲାଗି ରହିଥାଏl ଏ ସମସ୍ତ ଦୁଃଖରୁ ମୁକ୍ତ ହେବାର ଉପାୟ " ଆତ୍ମଜ୍ଞାନ " ଏବଂ ଆଧ୍ୟାତ୍ମ ବିକାଶ (Spiritual Development) ଏହାର ମାର୍ଗ l ତେଣୁ ଆଧ୍ୟାତ୍ମ୍ୟ ବିକାଶ ପାଇଁ କିଛି ତଥ୍ଯ ଓ ସତ୍ୟ ସମ୍ବଳିତ କଥା ଓ ଗାଥା କୁ ନେଇ ଆଚାର୍ଯ୍ୟ ସ୍ୱରୂପ( Acharya Swarup) ଙ୍କର ଏହା ଏକ କ୍ଷୁଦ୍ର ପ୍ରୟାସ l "ବାସୁଦେବ ସର୍ବମ୍" ର ମହାନ୍ ସାର୍ବଭୌମ ଚେତନା ରେ ପ୍ରତ୍ୟେକ ମାନବର ଆଧ୍ୟାତ୍ମ୍ୟ ବିକାଶ- ଆମର ଲକ୍ଷ୍ୟ l •••ଏ ସମଗ୍ର ବିଶ୍ୱ ମୋର ପରିବାର ••• {{ ବସୁଧୈବ କୁଟୁମ୍ବକମ୍ }} #Acharyaswarup