Русские видео

Сейчас в тренде

Иностранные видео


Скачать с ютуб ଶ୍ରୀ ଜଗନ୍ନାଥ ଓ ଶ୍ରୀ ଜଗତଜନନୀ || ମାଁ ଫେରେଇ ଦେଲେ ପଇସା . . . . || Rabindra Narayan Mishra в хорошем качестве

ଶ୍ରୀ ଜଗନ୍ନାଥ ଓ ଶ୍ରୀ ଜଗତଜନନୀ || ମାଁ ଫେରେଇ ଦେଲେ ପଇସା . . . . || Rabindra Narayan Mishra 1 год назад


Если кнопки скачивания не загрузились НАЖМИТЕ ЗДЕСЬ или обновите страницу
Если возникают проблемы со скачиванием, пожалуйста напишите в поддержку по адресу внизу страницы.
Спасибо за использование сервиса savevideohd.ru



ଶ୍ରୀ ଜଗନ୍ନାଥ ଓ ଶ୍ରୀ ଜଗତଜନନୀ || ମାଁ ଫେରେଇ ଦେଲେ ପଇସା . . . . || Rabindra Narayan Mishra

ଶ୍ରୀ ଜଗନ୍ନାଥ ଓ ଶ୍ରୀ ଜଗତଜନନୀ || ମାଁ ଫେରେଇ ଦେଲେ ପଇସା . . . . || Rabindra Narayan Mishra OFFICIAL CHANNEL OF- Sri Rabindra Narayan Mishra (former Administrator of Shree Jagannath Temple Puri) | Watch and share divya kathamrita with your family and friend "ମୋ ନାମ ଶ୍ରବଣ କୀର୍ତ୍ତନେ । ଶ୍ରଦ୍ଧା ଉପୁଜେ ଯା'ର ମନେ ॥ ସେ ଭକ୍ତିଯୋଗେ ଅଧିକାରୀ , କେବେହେଁ ନୁହଁଇ ସଂସାରୀ ॥ ମୁଁ ତାକୁ କରଇ ସଦୟ । ତାହାର ସୁବୁଦ୍ଧି ଉଦୟ ॥ ସକଳ ସିଦ୍ଧି ସେ ସାଧଇ । ତାହାର କର୍ମବନ୍ଧ ନାହିଁ "॥ (ଏକାଦଶ ସ୍କନ୍ଧ ,ଏକବିଂଶ ଅଧ୍ୟାୟ,ଭାଗବତ) ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କର ଓ ପରିବାରର ସମସ୍ତଙ୍କର ମଙ୍ଗଳ କରନ୍ତୁ ।। ଭଗବାନଙ୍କ କଥା କର୍ଣ୍ଣରେ ଶ୍ରବଣ କରିବାମାତ୍ରେ,ମୁଖରେ ଉଚ୍ଚାରଣ କରିବାମାତ୍ରେ,ଚିତ୍ତରେ ସ୍ମରଣ କରିବାମାତ୍ରେ,ତାହାକୁ ହୃଦୟରେ ଆଦର ଓ ଅନୁମୋଦନ କରିବାମାତ୍ରେ ହିଁ ମନୁଷ୍ୟ ପବିତ୍ର ହୋଇଯାଏ। ଭଗବାନଙ୍କ କଥା ରେ ଏପରି ପ୍ରଭାବ ଯେ,ତାହା ଅବଲମ୍ବନ କଲେ ଜୀବ ଯେତେ କଷ୍ଟ ରେ ଥିଲେ ବି,ତତକ୍ଷଣାତ୍ ମନର ଶାନ୍ତି ପାଏ ଓ ପବିତ୍ର ହୋଇଯାଏ । ଭଗବାନ ହେଉଛନ୍ତି ପରମକଲ୍ୟାଣସ୍ବରୂପ । ତାଙ୍କର ନାମ ଶ୍ରବଣ ଓ କୀର୍ତ୍ତନ ବହୁ ପୁଣ୍ୟ ପ୍ରଦାନ କରେ । 🙏🏻ଶ୍ରୀ ଜଗନ୍ନାଥ ଶରଣଂ🙏🏻 (ମହାପ୍ରଭୁଙ୍କର ଓ ଏହି ଧର୍ମ କଥା ଗୁଡିକୁ ସମସ୍ତଙ୍କ ପାଖରେ share କରି ଉପଲବ୍ଧ କରେଇବାକୁ ଓ ଚେଷ୍ଟା କରିବାକୁ ଆପଣଙ୍କୁ ଅନୁରୋଧ ।। ) ଶ୍ରୀ ରବୀନ୍ଦ୍ର ନାରାୟଣ ମିଶ୍ର ପୂର୍ବତନ ପ୍ରଶାସକ, ଶ୍ରୀ ଜଗନ୍ନାଥ ମନ୍ଦିର, ପୁରୀ #jagannath #RabindraNarayanMishra #odisha #ଜଗନ୍ନାଥ #paradeep #gangamata #ODISHA365 #BhaktiSamarpan #SrikhetraDarshan #MeeraJhanjaaTales @ODISHA 365 @Bhakti Samarpan @Srikhetra Darshan @Meera Jhanjaa Tales

Comments