У нас вы можете посмотреть бесплатно Kartika Mahatmya -୯ମ ଅଧ୍ୟାୟ ପାଠ ଓ ବ୍ୟାଖ୍ୟା - Pandit Bhajaram,Sebayata Managobinda | S BHAKTI или скачать в максимальном доступном качестве, которое было загружено на ютуб. Для скачивания выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием, пожалуйста напишите в поддержку по адресу внизу
страницы.
Спасибо за использование сервиса savevideohd.ru
ବରଷକ ବାର ମାସ ମଧ୍ୟରେ କାର୍ତ୍ତିକ ମାସ ସବୁଠୁ ପବିତ୍ର ମାସ l ଏହି ମାସର ମାହାମ୍ନ୍ୟ ମହାନ l ଏହି ମାସର ପ୍ରତ୍ୟେକ ଦିନ ସନ୍ଧ୍ୟା ବେଳେ ତୁଳସୀ ଚଉରା ମୂଳେ ଆକାଶ ଦୀପ ଜାଳି ପିତୃ ପୁରୁଷଙ୍କୁ ସ୍ମରଣ କରାଯାଏ l ସେମାନଙ୍କ ପଥକୁ ଆଲୋକିତ କରାଯାଏ l କାର୍ତ୍ତିକ, ଧର୍ମ ଅର୍ଜନ କରିବାର ମାସ l କାର୍ତ୍ତିକ, ପୁଣ୍ୟ ଅର୍ଜନ କରିବାର ମାସ l କାର୍ତ୍ତିକ ମାସରେ ପ୍ରତ୍ୟେକ ଦିନ କାର୍ତ୍ତିକ ମାହାମ୍ନ୍ୟ ପଢିଲେ ଓ ଶୁଣିଲେ ସବୁ ପାପ କ୍ଷୟ ହୋଇଥାଏ l ମାସସାରା ହବିଷ୍ୟାଳି ମାନେ ସନ୍ଧ୍ୟାରେ ଏକତ୍ରିତ ହୋଇ କାର୍ତ୍ତିକ ମାହାମ୍ନ୍ୟର ଗୋଟିଏ ଗୋଟିଏ ଅଧ୍ୟାୟ ଶ୍ରବଣ କରି ନିଜକୁ ପ୍ରଭୁଙ୍କ ନିକଟରେ ସମର୍ପଣ କରିଥାନ୍ତି l ଏହି ପୁଣ୍ୟ କାର୍ତ୍ତିକର ମହାନ ମାହାମ୍ନ୍ୟକୁ ନେଇ ଆମର ଏଇ ନିଆରା ଭେଟି କାର୍ତ୍ତିକ ମାହାମ୍ନ୍ୟ, ଯାହାକୁ ପାଠ କରୁଛନ୍ତି ଶ୍ରୀମନ୍ଦିରର ସେବକ ମାନଗୋବିନ୍ଦ ଆପଟ ଓ ତାହାର ତତ୍ତ୍ୱ,ଅର୍ଥ ଏବଂ ମାହାମ୍ନ୍ୟକୁ ସରଳ ଓ ସୁନ୍ଦର ଭାବରେ ଵୁଝାଇ କହୁଛନ୍ତି ପଣ୍ଡିତ ଭଜରାମ ଶତପଥି l --------------------------------------------------- Watch & Subscribe to our other YouTube Channels: 👉 Sidharth Bhakti : / sidharthbhakti 👉 Sidharth Music: / sidharthmusic 👉 Sidharth TV : / sidharthtv 👉 Namita Agrawal : / namitaagrawal ----------------------------------------------------- Enjoy & stay connected with us! 👉 Like us on Facebook : / sidharthbhaktiodia ----------------------------------------------------- #OdiaBhaktidhara #SidharthMusic #SidharthBhakti #SidharthTV #NamitaAgrawal #SitaramAgrawal