Русские видео

Сейчас в тренде

Иностранные видео


Скачать с ютуб Sampurna Ramayana | Lanka Kanda | Vol 1 | ସମ୍ପୂର୍ଣ ରାମାୟଣ - ଲଙ୍କା କାଣ୍ଡ | Dukhishyam Tripathy в хорошем качестве

Sampurna Ramayana | Lanka Kanda | Vol 1 | ସମ୍ପୂର୍ଣ ରାମାୟଣ - ଲଙ୍କା କାଣ୍ଡ | Dukhishyam Tripathy 5 лет назад


Если кнопки скачивания не загрузились НАЖМИТЕ ЗДЕСЬ или обновите страницу
Если возникают проблемы со скачиванием, пожалуйста напишите в поддержку по адресу внизу страницы.
Спасибо за использование сервиса savevideohd.ru



Sampurna Ramayana | Lanka Kanda | Vol 1 | ସମ୍ପୂର୍ଣ ରାମାୟଣ - ଲଙ୍କା କାଣ୍ଡ | Dukhishyam Tripathy

Album : Sampurna Ramayana (Lanka Kanda) (Vol 1) Singer : Dukhishyam Tripathy Written By : Baishya Sadashiba ------------------------------------------------------------- || ବୈଶ୍ୟ ସଦାଶିବ କୃତ ସମ୍ପୂର୍ଣ ରାମାୟଣର ଲଙ୍କା କାଣ୍ଡ || ରାମ ଓ ରାବଣଙ୍କ ମଧ୍ୟରେ ଯୁଦ୍ଧ ଓ ରାବଣ ବଧ : ଜାମ୍ବବନ୍ତଙ୍କ ଆଦେଶ ପ୍ରକାରେ ନଳ ଓ ନୀଳ ଦୁଇ ଭାଇ ବାନର ସେନା ସହାୟତାରେ ମହୋଦଧିରେ ସେତୁବନ୍ଧ ବାନ୍ଧିଲେ । ଶ୍ରୀରାମ ସେଠାରେ ଶ୍ରୀ ରାମେଶ୍ୱରଙ୍କ ସ୍ଥାପନା କରି ଭଗବାନ ଶଙ୍କରଙ୍କ ପୂଜା କଲେ ଏବଂ ସେତୁ ବନ୍ଧରେ ବାନର ସେନା ସହ ସମୁଦ୍ର ପାରି ହୋଇ ଲଙ୍କା ଗଡରେ ପ୍ରବେଶ କଲେ । ସମୁଦ୍ର ପାରି ହୋଇ ଶ୍ରୀରାମ ସେଠାରେ ଡେରା ପକାଇଲେ । ଏ କଥା ଜାଣିପାରି ରାବଣ ଅତ୍ୟନ୍ତ ବ୍ୟାକୁଳ ହୋଇଉଠିଲେ । ରାଣୀ ମନ୍ଦୋଦରୀ ରାମଙ୍କ ସଙ୍ଗେ ଶତ୍ରୁତା ନ କରିବା ପାଇଁଁ ବୁଝାଇବା ପରେ ମଧ୍ୟ ରାବଣର ଅହଂକାର ଗଲା ନାହିଁଁ । ଏପଟେ ଶ୍ରୀରାମ ନିଜର ବାନର ସେନା ସହିତ ସୁବଳୟ ପର୍ବତ ଉପରେ ଅବସ୍ଥାନ କରିବାକୁ ଲାଗିଲେ । ଅଙ୍ଗଦ ରାମଙ୍କ ଦୂତ ହୋଇ ଲଙ୍କାରେ ରାବଣଙ୍କ ପାଖକୁ ଗଲେ ଏବଂ ତାଙ୍କୁ ଶ୍ରୀରାମଙ୍କ ଶରଣ ନେବାକୁ ପରାମର୍ଶ ଦେଲେ । କିନ୍ତୁ ରାବଣ ମାନିଲେ ନାହିଁଁ । ଶାନ୍ତିର ସମସ୍ତ ପ୍ରଚେଷ୍ଟା ବିଫଳ ହୋଇଯିବା ପରେ ଯୁଦ୍ଧ ଆରମ୍ଭ ହୋଇଗଲା । ଲକ୍ଷ୍ମଣ ଏବଂ ମେଘନାଦଙ୍କ ମଧ୍ୟରେ ଭୟଙ୍କର ଯୁଦ୍ଧ ହେଲା । ଶକ୍ତିବାଣର ପ୍ରହାରରେ ଲକ୍ଷ୍ମଣ ମୁର୍ଚ୍ଛା ହୋଇଗଲେ । ତାଙ୍କର ଚିକିତ୍ସା ପାଇଁଁ ହନୁମାନ ଶୁଶେଣ ବୈଦ୍ୟଙ୍କୁ ଆଣିଲେ ଏବଂ ସଂଜୀବନୀ ଆଣିବାକୁ ଗଲେ । ଗୁପ୍ତଚରଙ୍କଠାରୁ ସଂଦେଶ ପାଇ ରାବଣ ହନୁମାନଙ୍କ କାର୍ଯ୍ୟରେ ବାଧା ଦେବା ନିମିତ୍ତ କାଳନେମୀକୁ ପ୍ରେରଣ କଲେ । କିନ୍ତୁ ହନୁମାନ କାଳନେମୀକୁ ବଦ୍ଧ କରିଦେଲେ । ଔଷଧୀ ବୃକ୍ଷ ସଂଜୀବନୀ ଚିହ୍ନଟ କରି ନ ପାରି ହନୁମାନ ପୁରା ଗନ୍ଧମାର୍ଦନ ପର୍ବତକୁ ଉଠାଇ ଆଣିଲେ । ପଥରେ ରାଜା ଭରତ ହନୁମାନଙ୍କୁ କେହି ଜଣେ ରାକ୍ଷସ ମନେ କରି ବାଣ ପ୍ରୟୋଗ କରି ମୁର୍ଚ୍ଛିତ କରିଦେଲେ, ହେଲେ ସତ୍ୟ ଜାଣିବା ପରେ ଆଉ ଏକ ବାଣରେ ବସାଇ ତାଙ୍କୁ ଲଙ୍କା ପଠାଇ ଦେଲେ । ଏପଟେ ଔଷଧି ଆସିବାରେ ବିଳମ୍ବ ହେବାର ଦେଖି ରାମ ପ୍ରଳାପ କରିବାକୁ ଲାଗିଲେ । ତେବେ ଠିକ ସମୟରେ ହନୁମାନ ଔଷଧି ବୃକ୍ଷ ସହ ପହଞ୍ଚି ଯିବାରେ ସୁଷେଣ ଔଷଧି ପ୍ରୟୋଗ କରି ଲକ୍ଷ୍ମଣଙ୍କୁ ସୁସ୍ଥ କରିଦେଲେ । ----------------------------------------------------------------------------- 00:02 - RamaNkara Subalayare Gada Nirmana O Rabana Ra Charadwara Sainya Kalana 16:18 - Rabana Gadabandi, Banara Senya Gadabhangi Prabesha 23:21 - RamaNkara Mayamunda Darshana, Rabana Ra Chhatrakata 37:22 - Angadara Duta Prerana, Rabana Pashe Gamana 49:53 - Rukhya Banara Yudha, SadbiraNka Mrutyu 57:10 - Rabana Ra Judha Ku Gamana, Laxmanamoha, Rabana Parajaya, Hanuman Duta Hoi Lanka Gamana 1:24:17 - Rakhyasa O Banara Judha, RakhyasaNka Paraste Indrajit Ra Mahajudha, Nagapashare Rama Laxmana Moha, Garuda Dwara Mukti 1:46:01 - Punaraya Judharambha, Dhumrakshya, Bajramusti, Akampana, PrahastiNka Binasa, Rabana Ra Kheda 1:54:34 - Rabana Ra Shoka, Kumbakarana Ra JudhaJatra O Binasa 2:18:03 - Indrajita Ra Brahmastra, Samasta Banara Saha Laxmana Moha, Hanu Ra Mrutyu Sanjibani Aaniba, SamastaNkara Punarjibana Prapti Watch & Subscribe to our other YouTube Channels: 👉 Sidharth Bhakti :    / sidharthbhakti   👉 Sidharth Music:    / sidharthmusic    👉 Sidharth TV :    / sidharthtv    👉 Namita Agrawal :    / namitaagrawal    Enjoy & stay connected with us! 👉 Like us on Facebook :   / sidharthbhaktiodia   #SidharthMusic #SidharthTV #NamitaAgrawal #SitaramAgrawal #SidharthBhakti #odiabhajan #odiasong #jayjagannathtv

Comments